- ଚାରି ଥରର ଅଲିମ୍ପିକ ଚାମ୍ପିୟନ ବ୍ରିଟେନ ଧାବକ ମୋ ଫରାହ୍ ଓ ନେଦରଲାଣ୍ଡ୍ସର ଧାବିକା ସିଫାନ ହାସାନ ଏକ ଘଣ୍ଟା ଦୌଡ଼ରେ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି।
- ରବିବାର ଦିନ ‘ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ର ୧୩ଶ ସଂସ୍କରଣ ପ୍ରକାଶ ପାଇବ ବୋଲି ଅଧ୍ୟକ୍ଷ ବ୍ରଜେଶ ପଟେଲ୍ କହିଛନ୍ତି।
- ରାଷ୍ଟ୍ରପତି ପୁରସ୍କାର ପାଇଲେ ଓଡ଼ିଶାର ୨ ଶିକ୍ଷକ , ବସନ୍ତ କୁମାର ସାହୁ ଓ ତାପସ କୁମାର ମହାନ୍ତି
- ଦେଶର ୪୭ ଜଣ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି, ଓଡିଶାରୁ ଦୁଇ ଜଣ ।
- ଜର୍ମାନୀ ବିଶ୍ୱବିଦ୍ୟାଳୟର ରିସର୍ଚ୍ଚ ଆସିଷ୍ଟାଣ୍ଟ୍ ହେଲେ ପ୍ରୀତିପ୍ରଭା, ଭାରତରୁ ଏକ ମାତ୍ର ଛାତ୍ରୀ ଭାବେ ମନୋନିତ ।
- ଦେଶର ଇଜ୍ ଅଫ୍ ଡୁଇଂ ବିଜନେସ୍ ରାଙ୍କିଙ୍ଗ ତାଲିକା । କିନ୍ତୁ ଏହି ତାଲିକାର ସର୍ବଶେଷ ୨୯ ନମ୍ବର ରାଙ୍କିଙ୍ଗରେ ଓଡିଶା ସମେତ ୭ଟି ରାଜ୍ୟ ରହିଛି । ଶିଳ୍ପାୟନ ପାଇଁ ବାତାବରଣ ଦୃଷ୍ଟିରୁ କେନ୍ଦ୍ର ତାଲିକା ପ୍ରକାଶ କରୁଛି । ଏଥିରେ ପ୍ରଥମ ୩ଟି ସ୍ଥାନରେ ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ ଓ ତେଲେଙ୍ଗାନା ରହିଛି ।
- ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା।
- ଭାରତୀୟ ରେଳବାଇରେ ଖାଲି ପହିଥିବା ୧ ଲକ୍ଷ ୪୦ହଜାର ପଦବୀ ପାଇଁ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ଡିସେମ୍ବର ୧୫ରୁ ଭାରତୀୟ ରେଳବାଇରେ ଖାଲିପଡ଼ିଥିବା ପଦବୀଗୁଡିକ ପାଇଁ କମ୍ପ୍ୟୁଟର ଆଧାରିତ ପରୀକ୍ଷା କରାଯିବ।
- ଭାରତର ରୋହଣ ବୋପାନ୍ନା ଓ କାନାଡ଼ାର ଡେନିସ୍ ସାପୋଭାଲୋଭ୍ଙ୍କ ଯୋଡ଼ି ୟୁଏସ୍ ଓପନ୍ ଟେନିସ୍ ଟୁର୍ଣ୍ଣାମେଣ୍ଟର ପୁରୁଷ ଡବଲ୍ସ୍ର କ୍ୱାର୍ଟର୍ ଫାଇନାଲରେ ପହଞ୍ଚିଛନ୍ତି।
- ବଲିଉଡର ପ୍ରସିଦ୍ଧ ନିର୍ମାତା-ନିର୍ଦ୍ଦେଶକ ଜନି ବକ୍ସିଙ୍କର ଦେହାନ୍ତ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।
© 2024 Amarisatya Magazine All Rights Reserved
Design & Developed By Zemusitech Solutions Pvt. Ltd.