• +91-9861016349 / +91-9437281655
  • Email: amarisatya@gmail.com

Odia Current News

  1. ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୦୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।
  2. ଚଳିତବର୍ଷ ଟୋକିଓ ଅଲିମ୍ପିକ୍‍ସରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରଛାତ୍ରୀ ଓ ଜଣେ ଡାକ୍ତରଙ୍କୁ ମିଶାଇ ମୋଟ ୪ଜଣ ପ୍ରତିନିଧି ଅଂଶଗ୍ରହଣର ସୁଯୋଗ ପାଇଛନ୍ତି। ସମଗ୍ର ଭାରତରେ କିଟ୍‍ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ଏହି ସୌଭାଗ୍ୟର ଅଧିକାରୀ ହୋଇପାରିଛି। 
  3. କୋଭିଡ ଟିକା ପରୀକ୍ଷଣ ନିମନ୍ତେ ପୁଣେ ଓ ହାଇଦ୍ରାବାଦ ଠାରେ ଆହୁରି ଦୁଇଟି କେନ୍ଦ୍ରୀୟ ଔଷଧ ପରୀକ୍ଷାଗାର ପ୍ରସ୍ତୁତ କଲେ ସରକାର
  4. ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି,ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ସେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି . ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ପୁଷ୍କର ସିଂହ ଧାମିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।  ଧାମି ରାଜ୍ୟର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।
  5. ପୁରୀକୁ ଉଡିବ ବିମାନ, ପୁରୀରେ ବିମାନବନ୍ଦର ପାଇଁ ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ସବୁକିଛି ଠିକଠାକ ରହିଲେ ୨୦୨୨-୨୩ରୁ ପୁରୀରୁ ବିମାନ ଉଡିବାର ସମ୍ଭାବନା ଅଧିକ-ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା
  6. ମାଓ ସଂଗଠନ ପକ୍ଷରୁ ମାଓ ମୃତ୍ୟୁ ନେଇ ତଥ୍ୟ। ବର୍ଷକ ଭିତରେ ୧୬୦ ମାଓବାଦୀଙ୍କ ମୃତ୍ୟୁ। ମାଓ କେନ୍ଦ୍ରୀୟ କମିଟି, ଦଣ୍ଡକାରଣ୍ୟ ଏନ୍‌କାଉଣ୍ଟରରେ ସର୍ବାଧିକ ୧୦୧ ମାଓବାଦୀ ମୃତ, ବର୍ଷକ ଭିତରେ କେବଳ ୩୦ ମହିଳା ମାଓବାଦୀଙ୍କ ମୃତ୍ୟୁ ସୂଚନା।
  7. ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ ଡାକ୍ତରଖାନାରେ ଭର୍ତ୍ତି, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଯୋଗୀ ଆଦିତ୍ୟନାଥ। ଶରୀର ଅଚାନକ ଭାବେ ଫୁଲିବାରୁ ତାଙ୍କୁ ଶନିବାର ରାତିରେ ଲକ୍ଷ୍ନୌ ସ୍ଥିତ ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
  8. ଜୁଲାଇ ୨୦ ସୁଦ୍ଧା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇବା ସମ୍ଭାବନା, ପରୀକ୍ଷାଫଳ ଅପେକ୍ଷାରେ ସିବିଏସଇ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ
  9. ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଶ୍ରୀ ସେଠୀଙ୍କୁ ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ସମୟରେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି
  10. ମହାକାଶ ଯାତ୍ରା କରିବେ ୮୨ବର୍ଷୀୟା ମ୍ୟାରୀ ୱାଲାସ୍। ସେ ଆମାଜନର ମୁଖ୍ୟ ଜେଫ୍‌ ବେଜାସ୍‌ଙ୍କ ମହାକାଶ ଅଭିଯାନରେ ତାଙ୍କର ସାଥୀ ହେବେ ବୋଲି ଜଣାପଡ଼ିଛି
  11. ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଶ୍ରୀ ସେଠୀଙ୍କୁ ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ସମୟରେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି।
  12. ଜୁଲାଇ ୨୦ ସୁଦ୍ଧା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇବ, ଅପେକ୍ଷାରେ ଛାତ୍ରଛାତ୍ରୀ ।
  13. ଆଜି ଅପରାହ୍ନ ୩ଟା ରେ କୋୱିନ ବିଶ୍ଵ ସମ୍ମେଳନକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ।
  14. ୨.୨୫ସେକେଣ୍ଡ୍‌ରେ କହିଲେ ୧୯୫ଦେଶର ନାଁ, ଇଣ୍ଟରନେସନାଲ ବୁକ୍‌ ଅଫ୍‌ ରେକର୍ଡରେ  ସାମିଲ ଜେଲେ ଖୋର୍ଦ୍ଧା ବାଲୁଗାଁ ଅଞ୍ଚଳର ଆଠବର୍ଷ ବୟସ୍କା ସ୍ନେହାଲ ।
  15. ଖ୍ୟାତନାମା କୋରିଓଗ୍ରାଫର ସରୋଜ୍ ଖାନଙ୍କ ଜୀବନିକୁ ନେଇ ନିର୍ମାଣ ହେବ ଚଳଚ୍ଚିତ୍ର ।
  16. ଜମ୍ମୁ ଏୟାର ବେସରେ ଆକ୍ରମଣ ପରେ ଶ୍ରୀନଗର ସହରରେ ଡ୍ରୋନ୍ ବ୍ୟବହାର ଉପରେ ଲାଗିଲା ରୋକ । ରଖି ପାରିବେନି-କିଣି ପାରିବେନି-ବିକି ପାରିବେନି।
  17. ମହାକାଶ ଯାତ୍ରା କରିବେ ୮୨ବର୍ଷୀୟା ମ୍ୟାରୀ ୱାଲାସ୍। ଆମାଜନ୍‌ର ମୁଖ୍ୟ ଜେଫ୍‌ ବେଜାସ୍‌ଙ୍କ ସାଥିରେ ଯିବେ ବୋଲି ଜଣାପଡ଼ିଛି ।
  18. ମିଥାଲି ରାଜଙ୍କ ବିଶ୍ୱ ରେକର୍ଡ, ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆରେ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିବା ମିଥାଲି ୩ଟି ଯାକ ଫର୍ମାଟରେ ସର୍ବାଧିକ ରନ ସଂଗ୍ରହକାରୀ ଖେଳାଳିର ମାନ୍ୟତା ପାଇଲେ ।
  19. ଓ୍ବିମ୍ବଲଡନ୍‌ ୨୦୨୧: ରୋଜର ଫେଡରରଙ୍କ ୧୨୫୦ ତମ ବିଜୟ, ୧୮ ଥର ଚତୁର୍ଥ ରାଉଣ୍ଡରେ କଲେ ପ୍ରବେଶ ।
  20. ୱେଷ୍ଟଇଣ୍ଡିଜ୍ ବିପକ୍ଷ ଅନ୍ତିମ ତଥା ପଞ୍ଚମ ଟି-୨୦ ମ୍ୟାଚରେ ୨୫ ରନ ର ବ୍ୟବଧାନରେ ବିଜୟୀ ହୋଇ ୫ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳା କୁ ୩-୦୨ ବ୍ୟବଧାନରେ ପରାସ୍ତ କରିଲା ।

© 2024 Amarisatya Magazine All Rights Reserved

Design & Developed By Zemusitech Solutions Pvt. Ltd.