• +91-9861016349 / +91-9437281655
  • Email: amarisatya@gmail.com

Odia Current News

  1. ଲୋକକଳା ‘ଶଦ୍ଦ ନୃତ୍ୟ’ର ବିଶିଷ୍ଟ କଳାକାର ଭାଗବତ ପ୍ରଧାନ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ଗୁରୁବାର ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ସେ ଏହି ପୁରସ୍କାର ଗ୍ରହଣ କରିଛନ୍ତି ।

  2. ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟୱାର୍କ | ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନ ଦ୍ୱାରା ଯାତ୍ରା କରନ୍ତି |

  3. ହରିଆଣାର ଫତେହବାଦରେ ରହୁଥିବା ଦୁଷ୍କର୍ମକାରୀ ଜଲେବି ବାବାଙ୍କ ମୃତ୍ୟୁ ହୋଇଯାଇଛି। ଗତ ଡିସେମ୍ବର ୫ ତାରିଖରେ ହରିଆଣା ଫତେବାଦ କୋର୍ଟ ଦୁଷ୍କର୍ମ ମାମଲାରେ ଜଲେବି ବାବାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ କେନ୍ଦ୍ରୀୟ ଜେଲ-୨ରେ ବନ୍ଦୀ କରିଥିଲେ।

  4. ଓଡ଼ିଶାରେ ଶହେ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ମାଗଣା ମିଳିବ। ୧୦୦ରୁ ୧୫୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ବ୍ୟବହାର ଉପରେ ଗ୍ରାହକମାନେ ରିହାତି ପାଇବେ। ଓଡ଼ିଶାରେ ଏବେ ୭୫ ପ୍ରତିଶତ ପରିବାର ୧୦୦ ୟୁନିଟ୍‌ରୁ କମ୍‌ ବିଜୁଳି ବ୍ୟବହାର କରୁଥିବାରୁ ବହୁ ସଂଖ୍ୟାରେ ଲୋକ ଏହାଦ୍ବାରା ଉପକୃତ ହେବେ।

  5. ଇତିମଧ୍ୟରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପିର ପୂର୍ବତନ ସହଯୋଗୀ ଦୁଷ୍ୟନ୍ତ ଚୌତାଲା ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟଙ୍କ ନିକଟକୁ ଏକ ଚିଠି ଲେଖି ରାଜ୍ୟ ବିଧାନସଭାରେ ଆସ୍ଥା ଭୋଟ୍‌ ପାଇଁ ଦାବି କରିଛନ୍ତି।

  6.  ନିର୍ବାଚନ କମିସନ ବୁଧବାର ରାତିରେ ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନର ମତଦାନ ପ୍ରତିଶତକୁ ଅପଡେଟ୍‌ କରିଛନ୍ତି। ମେ’ ୮ ତାରିଖ ରାତି ୧୦ଟା ସୁଦ୍ଧା କମିସନଙ୍କ ଦ୍ବାରା ଦିଆଯାଇଥିବା ଅପଡେଟ୍‌ ତଥ୍ୟ ଅନୁଯାୟୀ ତୃତୀୟ ପର୍ଯ୍ୟାୟରେ ୬୫.୬୮ ପ୍ରତିଶତ ମତଦାନ ‌ହୋଇଛି।

  7. ଆନ୍ଧ୍ରପ୍ରଦେଶର ଏନ୍‌ଟିଆର ଜିଲ୍ଲାର ଏକ ଚେକ୍‌ପୋଷ୍ଟରୁ ଗୁରୁବାର ଏକ ଟ୍ରକ୍‌ରୁ ୮ କୋଟି ନଗଦ ଟଙ୍କା ଜବତ କରାଯାଇଛି। ନଗଦ ଟଙ୍କା ଜବତ ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖିଛି।

  8. କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି।

  9. କେଦାରନାଥ, ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରି ଧାମର କବାଟ ଖୋଲିବା ସହିତ ଚାରଧାମ ଯାତ୍ରା ଆରମ୍ଭ ହେବ। ରୀତିନୀତି ଅନୁଯାୟୀ, ଭକ୍ତମାନଙ୍କ ପାଇଁ ସକାଳ ସାତଟାରେ ଦର୍ଶନ ପାଇବା ପାଇଁ କେଦାରନାଥ ଧାମର ଦ୍ୱାର ଖୋଲିଛି।

  10. କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇରେ ପଞ୍ଜୀକୃତ ଷ୍ଟକ୍‌ଗୁଡିକର ଶେୟାର ବଡ ଧରଣର କମିଥିଲାବେଳେ ନିବେଶକମାନେ ଲକ୍ଷାଧିକ ଟଙ୍କାର କ୍ଷତି ସହିଛନ୍ତି।

  11. ଭାରତରେ ୧୯୫୦ରୁ ୨୦୧୫ ମଧ୍ୟରେ ହିନ୍ଦୁମାନଙ୍କ ସଂଖ୍ୟା ୭.୮୨ ପ୍ରତିଶତ ହ୍ରାସ ପାଇଥିବାବେଳେ ମୁସଲମାନ ଜନସଂଖ୍ୟା ୪୩.୧୫ ପ୍ରତିଶତ ବୃଦ୍ଧି ପାଇଛି।

  12. ପ୍ରୋଟିନ୍‌ ପାଉଡର ଓ ଅନ୍ୟାନ୍ୟ ପ୍ରୋଟିନ୍‌ ସପ୍ଲିମେଣ୍ଟଗୁଡ଼ିକଠାରୁ ଦୂରେଇ ରହିବାକୁ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ପରାମର୍ଶ ଦେଇଛି। ଲୁଣ ଖାଇବାରେ କଟକଣା ସମେତ ଚିନି ଏବଂ ପ୍ରକ୍ରିୟାକୃତ ଖାଦ୍ୟ କମ୍‌ ଖାଇବାକୁ ଆଇସିଏମ୍‌ଆର୍‌ ସୁପାରିସ୍‌ କରିଛି।

  13. ଓଡ଼ିଶାର ପ୍ରଥମ ଏବଂ ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଉପରେ ଲିଖିତ ଜୀବନୀ (ବାୟୋଗ୍ରାଫି) ‘ନନ୍ଦିନୀ ଶତପଥୀ: ଦ ଆଇରନ୍‌ ଲେଡି ଅଫ୍‌ ଓଡ଼ିଶା’ ମେ’ ୧୧ ତାରିଖରେ ସତ୍ୟନଗରସ୍ଥିତ ବକୁଳ ଲାଇବ୍ରେରିରେ ଉନ୍ମୋଚନ ହେବ।

  14. ଶେଫାଳି ସିଲହେଟରେ ବାଂଲାଦେଶ ବିପକ୍ଷରେ ଅନ୍ତର୍ଜାତୀୟ କ୍ୟାରିୟରର ୧୦୦ ତମ ମ୍ୟାଚ ଖେଳିବାକୁ ଆସିଥିଲେ ଏବଂ ଏହି ସମୟରେ ସେ ପଡ଼ିଆରେ ପାଦ ଦେବା ମାତ୍ରେ ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ୩୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିଲେ।

  15. ପୁରୁଣ ପୋଷ୍ଟ ଅଫିସ୍‌ ଲେନ୍‌ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍‌ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବା ବେଳେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।

© 2024 Amarisatya Magazine All Rights Reserved

Design & Developed By Zemusitech Solutions Pvt. Ltd.