- 
	ପ୍ରାୟ ୫୦୦ ବର୍ଷର ବ୍ୟବଧାନ ପରେ ଅଯୋଧ୍ୟାରେ ନିର୍ମିତ ନୂଆ ମନ୍ଦିରରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ସ୍ଥାନ ପାଇଛନ୍ତି। 
- 
	ମହୀଶୂରର ସ୍ଥପତି ଯୋଗୀରାଜ କହିଛନ୍ତି ଯେ ସେ ନିଜକୁ ଏବେ ପୃଥିବୀର ସବୁଠାରୁ ଭାଗ୍ୟବାନ ବ୍ୟକ୍ତି ବୋଲି ଭାବୁଛନ୍ତି। ‘ମୁଁ ଅନୁଭବ କରୁଛି ଯେ ମୁଁ ବର୍ତ୍ତମାନ ପୃଥିବୀର ସବୁଠାରୁ ଭାଗ୍ୟବାନ ବ୍ୟକ୍ତି। 
- 
	ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାରେ ରାମଲାଲାଙ୍କ ମୂର୍ତ୍ତିର ‘ପ୍ରାଣପ୍ରତିଷ୍ଠା’ ଶେଷ କରିବା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ଆଜି ସମଗ୍ର ଭାରତ ଅଯୋଧ୍ୟାମୟ ହୋଇଉଠିଛି। 
- 
	ଭାରତୀୟ ସେନାରେ ଆତ୍ମହତ୍ୟା ଭଳି ମାମଲା ଯେଭଳି ନ ଘଟେ ସେ ନେଇ ସେନାରେ ଭର୍ତ୍ତି ପୂର୍ବରୁ ପ୍ରାର୍ଥୀଙ୍କ ତ୍ରିସ୍ତରୀୟ ମାନସିକ ସ୍ବାସ୍ଥ୍ୟର ଯାଂଚ ହେବ। 
- 
	ଅମ୍ବାନୀ ପରିବାର ରାମ ମନ୍ଦିର ଟ୍ରଷ୍ଟକୁ ୨.୫୧କୋଟି ଟଙ୍କାର ଦାନ ଦେଇଛନ୍ତି । 
- 
	ଅଯୋଧ୍ୟାରେ ରାମ ମନ୍ଦିରରେ ଭଗବାନ ରାମଲଲାଙ୍କ ପୂଜାର୍ଚ୍ଚନା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ବଡ଼ ସୌରଶକ୍ତି ଯୋଜନା ଘୋଷଣା କରିଛନ୍ତି। ଏହାର ନାଁ ହେଉଛି ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା । 
- 
	କ୍ୟାସ୍ଲେସ୍ (ନଗଦବିହୀନ) କାରବାରର ବାଦଶାହ ଭାବେ ଉଭା ହୋଇଛି ଭାରତ। ବିଶ୍ବର ଅନ୍ୟ କୌଣସି ଦେଶରେ ଏଭଳି ମାତ୍ରାରେ ନଗଦ କାରବାର ହେଉନାହିଁ। 
- 
	ଫୋର୍ବସ୍ ଇଣ୍ଡିଆ ପ୍ରସ୍ତୁତ କରିଥିବା ତାଲିକା ଅନୁସାରେ ଟି-ସିରିଜ୍ ଚ୍ୟାନେଲ୍ର ସବ୍ସ୍କ୍ରାଇବର୍ ସଂଖ୍ୟା ହେଉଛି ୨୫ କୋଟି ୭୦ ଲକ୍ଷରୁ ଅଧିକ। ବିଶ୍ବର ଅନ୍ୟ କୌଣସି ଚ୍ୟାନେଲ୍ର ଏତେ ଅଧିକ ସବ୍ସ୍କ୍ରାଇବର୍ ନାହାନ୍ତି। 
- 
	ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ସକାଳେ ଭକ୍ତମାନେ ପୂଜାପାଠ କରିବା ପାଇଁ ଶ୍ରୀ ରାମ ମନ୍ଦିରର ମୁଖ୍ୟ ଫାଟକରେ ବହୁ ସଂଖ୍ୟାରେ ଏକାଠି ହେବା ଆରମ୍ଭ କରିଛନ୍ତି ଏବଂ ଶ୍ରୀ ରାମ ଲାଲାଙ୍କ ଦର୍ଶନ କରିଛନ୍ତି। 
- 
	ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଚାଲିଥିବା ବେଳେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର କୋଲକାତାରେ ଏକ ସର୍ବଧର୍ମ ସଦ୍ଭବ ରାଲି କରିଛନ୍ତି। 
- 
	ପରିସଂଖ୍ୟାନ ଦର୍ଶାଉଛି ପ୍ରତିବର୍ଷ ଭାରତରେ କୋଟିଏରୁ ଅଧିକ ଲୋକ ବିବାହ କରନ୍ତି, ଯାହା ଦେଶର ସାଂସ୍କୃତିକ ବିବିଧତା ଏବଂ ରୀତିନୀତିର ରଙ୍ଗୀନ ଚିତ୍ର ଉପସ୍ଥାପନ କରିଥାଏ। 
- 
	୧୬୦୦ ଫୁଟ ପାହାଡ଼ ଶୀର୍ଷରେ ଆଖି ଲାଖିଗଲା ପରି ଭବ୍ୟ ରାମ ମନ୍ଦିର। ପ୍ରାକୃତିକ ପରିବେଶରେ ସ୍ଥାପିତ ହୋଇଛି ଭବ୍ୟ ରାମ ମନ୍ଦିର। ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଫତେଗଡ ସ୍ଥିତ ରାମ ମନ୍ଦିର ହୋଇଛି ଲୋକାର୍ପିତ। 
- 
	ଚଳିତ ଜାନୁୟାରୀ ୨୧ ଓ ୨୧ ତାରିଖ ଦୁଇଦିନ ବ୍ୟାପି ନୂଆଦିଲ୍ଲୀ ସ୍ଥିତ ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମଠାରେ ଆୟୋଜିତ ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଦ୍ରୌପଦୀ ବାଳିକା ଉଚ୍ଚବିଦ୍ୟାଳୟ, ପାଇପ ବ୍ୟାଣ୍ଡ (ବାଳିକା) ବିଭାଗରେ ଅଂଶ ଗ୍ରହଣ କରି ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । 
- 
	ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ଅସୁସ୍ଥତା କାରଣରୁ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ଥିଲେ ଅରୁଣ । ଆଜି ୭୬ ବର୍ଷ ବୟସରେ କଟକ ସିଡିଏ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିିଛି। 
- 
	ଚଞ୍ଚଳ ରାଣା ହେଲେ ଖୋର୍ଦ୍ଧା ଜିଲ୍ଲାପାଳ।କେ. ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ, ସ୍ୱଧା ଦେବ ସିଂ ହେଲେ ନୟାଗଡ଼ ଜିଲ୍ଲାପାଳ। ମହମ୍ମଦ ଅବଦଲ ଅଖତର ହେଲେ ଅନୁଗୁଳ ଜିଲ୍ଲାପାଳ । ଶୁଭଙ୍କର ମହାପାତ୍ର ହେଲେ ଯାଜପୁର ଜିଲ୍ଲାପାଳ। କୀର୍ତ୍ତି ଭାସନ ହେଲେ କୋରାପୁଟ ଜିଲ୍ଲାପାଳ। ସୂର୍ଯ୍ୟବଂଶୀ ମୟୂର ବିକାଶ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ହେଲେ। 
- 
	ରାଜ୍ୟରେ କଫି ଚାଷ ବୃଦ୍ଧି ନେଇ ପ୍ରସ୍ତାବକୁ ମଞ୍ଜୁରୀ ମଳିଛି।  ୧୦ ହଜାର ଏକର ଜମିରେ କଫି ଚାଷ ହେଉଛି । କଫି ଚାଷକୁ ୧ ଲକ୍ଷ ଏକରକୁ ସଂପ୍ରସାରଣ କରାଯିବ। ୬ ଜିଲ୍ଲାରେ ହେବ କଫି ଚାଷ । ଏଥିପାଇଁ ଖର୍ଚ୍ଚ ହେବ ୧୧୪୪ କୋଟି । 
- 
	ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । 
- 
	ଜାନୁଆରୀ ୨୩ ନେତାଜୀ ଜୟନ୍ତୀରୁ ବିଜୁ ଜନତା ଦଳ ‘ପରିବାର ସମ୍ପର୍କ ଅଭିଯାନ’ ଆରମ୍ଭ କରିବ। ଜାନୁଆରୀ ୨୩ରୁ ଆରମ୍ଭ ହୋଇ ଏହି ପରିବାର ସମ୍ପର୍କ ଅଭିଯାନ ମାର୍ଚ୍ଚ ୫ ବିଜୁ ଜୟନ୍ତୀ ଯାଏ ଚାଲିବ। 
- 
	ପ୍ରତି ଜିଲ୍ଲାରୁ ପ୍ରତିନିଧି ଏହି ଟଙ୍କା ଆଣି ଶ୍ରୀମନ୍ଦିର କାର୍ଯ୍ୟାଳୟ ଡୋନେସନ୍ ସେଲ୍ରେ ଦେବେ। ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ଏହି ସେଲ୍ରେ ଟଙ୍କା ଦିଆଯିବ। ଏଥିପାଇଁ ସ୍ୱତନ୍ତ୍ର ଭାବେ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ଏହି ଟଙ୍କା ଗଣତି କରି ରଖିବେ। 
- 
	ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଆଦିକବି ସାରଳା ଦାସ, ଅତିବଡ଼ି ଜଗନ୍ନାଥ ଦାସ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ବ୍ୟାସକବି ଫକୀର ମୋହନ ସେନାପତିଙ୍କ ନାମରେ ନାମିତ ଚାରୋଟି କକ୍ଷରେ ଓଡ଼ିଆ ଭାଷାକୁ ନେଇ ବିଭିନ୍ନ ସମ୍ପାନରେ ପ୍ରାସଙ୍ଗିକ ବିଷୟବସ୍ତୁ ଉପରେ ତଥ୍ୟଭିତ୍ତିକ ବିଚାର ବିମର୍ଶ କରାଯିବ ।